ବିଚାରକର୍ତ୍ତା 1:15 - ପବିତ୍ର ବାଇବଲ15 ଅକ୍ଷାର କାଲେବଙ୍କୁ କହିଲେ, “ମୋତେ ଆଶୀର୍ବାଦ କର। ଆପଣ ମୋତେ ଦକ୍ଷିଣରେ ଭୂମି ଦେଇଛନ୍ତି, ଯାହାକି ଶୁଷ୍କ, ମୋତେ କିଛି ଜଳ ନିର୍ଝର ଭୂମି ଦିଅନ୍ତୁ।” ଏହା ପରେ କାଲେବ୍ ଭୂମିର ଉପରିସ୍ଥ ଓ ତଳସ୍ଥ ନିର୍ଝର ସେହି ଭୂମି ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇ ଅଛନ୍ତି, ମଧ୍ୟ ଜଳନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ୍ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।ଆଦି.୩୩:୧୧ Viz kapitolaଓଡିଆ ବାଇବେଲ15 ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ କହିଲା, “ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ;” ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ। Viz kapitola |