ବିଚାରକର୍ତ୍ତା 1:19 - ପବିତ୍ର ବାଇବଲ19 ଯିହୁଦାର ଲୋକମାନେ ଯେତେବେଳେ ଯୁଦ୍ଧ କରୁଥିଲେ, ସେତେବେଳେ ସଦାପ୍ରଭୁ ସେମାନଙ୍କର ପକ୍ଷରେ ଥିଲେ। ସଦାପ୍ରଭୁ ପର୍ବତମୟ ଦେଶକୁ ସେମାନଙ୍କର ଅଧିକାରକୁ ଆଣିଲେ। କିନ୍ତୁ ଯିହୁଦାର ଲୋକମାନେ ତଳଭୂମିଗୁଡ଼ିକୁ ସେମାନଙ୍କର ଅଧୀନକୁ ଆଣିପାରି ନ ଥିଲେ। କାରଣ ସେଠାରେ ଯେଉଁ ଲୋକମାନେ ବାସ କରୁଥିଲେ, ସେମାନେ ଲୌହ ନିର୍ମିତ ରଥ ବ୍ୟବହାର କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ-ରଥ ଥିଲା। Viz kapitolaଓଡିଆ ବାଇବେଲ19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା। Viz kapitola |