Online Bible

- Reklamy -




ବିଚାରକର୍ତ୍ତା 1:22 - ପବିତ୍ର ବାଇବଲ

22-23 ଯୋଷେଫଙ୍କର ପରିବାରବର୍ଗ ବୈଥେ‌‌ଲ୍‌‌ର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅତୀତରେ ବୈଥେ‌‌ଲ୍‌‌ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷେଫଙ୍କର ପରିବାରବର୍ଗଙ୍କ ପଟରେ ଥିଲେ। ଯୋଷେଫଙ୍କର ପରିବାରବର୍ଗ କିଛି ଅନୁଚରଗଣଙ୍କୁ ବୈଥେ‌‌ଲ୍‌‌କୁ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ଯୋଷେଫ-ବଂଶ ମଧ୍ୟ ବୈଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।

Viz kapitola kopírovat




ବିଚାରକର୍ତ୍ତା 1:22

Následuj nás:

Reklamy


Reklamy