ବିଚାରକର୍ତ୍ତା 1:24 - ପବିତ୍ର ବାଇବଲ24 ଯେତେବେଳେ ଅନୁଚରମାନେ ଦେଖିଲେ କେହି ଜଣେ ନଗରରୁ ବାହାରକୁ ଆସୁଛି ସେହି ଅନୁଚରମାନେ ସେହି ଲୋକକୁ କହିଲେ, “ଆମ୍ଭମାନଙ୍କୁ ଗୁପ୍ତ ପଥ ଦେଖାନ୍ତୁ ଯେଉଁ ବାଟ ଦେଇ ଆମ୍ଭେ ସହରକୁ ଆକ୍ରମଣ କରିବୁ। ଯଦି ତୁମ୍ଭେ ଆମ୍ଭକୁ ସାହାଯ୍ୟ କର, ତେବେ ଆମ୍ଭେମାନେ ତୁମ୍ଭକୁ ମାରିବୁ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶିବାର ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ସଦୟ ବ୍ୟବହାର କରିବା। Viz kapitolaଓଡିଆ ବାଇବେଲ24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, “ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।” Viz kapitola |