Online Bible

- Reklamy -




ବିଚାରକର୍ତ୍ତା 1:25 - ପବିତ୍ର ବାଇବଲ

25 ସେହି ବ୍ୟକ୍ତିଜଣକ ଅନୁଚରମାନଙ୍କୁ ସହରର ଗୁପ୍ତପଥ ଦେଖାଇ ଥିଲେ। ଯୋଷେଫଙ୍କର ପରିବାରବର୍ଗ ଖଣ୍ଡାରେ ବୈଥେ‌‌ଲ୍‌‌ର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। କିନ୍ତୁ ସେମାନେ ସେହି ଲୋକଙ୍କୁ ମାରି ନ ଥିଲେ ଯିଏ ସେମାନଙ୍କୁ ଗୁପ୍ତପଥ ଦେଖାଇଥିଲେ। ସେମାନେ ତାଙ୍କୁ ଓ ତାହାର ପରିବାରବର୍ଗକୁ ସ୍ୱାଧୀନ ଭାବରେ ଯିବାକୁ ଅନୁମତି ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶିବା ପଥ ଦେଖାନ୍ତେ, ସେମାନେ ଖଡ଼୍‍ଗଧାରରେ ସେହି ନଗର ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।

Viz kapitola kopírovat

ଓଡିଆ ବାଇବେଲ

25 ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।

Viz kapitola kopírovat




ବିଚାରକର୍ତ୍ତା 1:25

Následuj nás:

Reklamy


Reklamy