Online Bible

- Reklamy -




ବିଚାରକର୍ତ୍ତା 1:31 - ପବିତ୍ର ବାଇବଲ

31 ଆଶେର ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶେର ପରିବାରବର୍ଗର ଲୋକମାନେ ଯେଉଁମାନେ ସେମାନଙ୍କ ସହିତ ଅ‌କ୍‌କୋନିବାସୀ, ସୀଦୋନ୍, ଅହଲବ୍, ଅକଷୀବ, ହିଲବା, ଅଫିକ୍ ଓ ରୋହବରୁ ବସବାସ କରୁଥିଲେ, ସେହି ଲୋକମାନଙ୍କୁ ବିତାଡ଼ିତ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆଶେର୍ ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ୍ କି ଅହଲବ୍ ଓ ଅକ୍ଷୀବ୍ କି ହିଲବା କି ଅଫିକ୍ କି ରହୋବ-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

31 ଆଶେର ଅକ୍‍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।

Viz kapitola kopírovat




ବିଚାରକର୍ତ୍ତା 1:31

Následuj nás:

Reklamy


Reklamy