ବିଚାରକର୍ତ୍ତା 1:33 - ପବିତ୍ର ବାଇବଲ33 ନପ୍ତାଲି ପରିବାରବର୍ଗର ଲୋକମାନଙ୍କ ସହିତ ଠିକ୍ ଏକାପରି ଘଟିଥିଲା। ନପ୍ତାଲି ଲୋକମାନେ ବୈଥ୍ଶେମଶ ଓ ବେଥ୍ନାତ୍ମାନେ ଲୋକମାନଙ୍କୁ ତଡ଼ିଦେଇ ନ ଥିଲେ। ତେଣୁ ନପ୍ତାଲିର ଲୋକମାନେ ସେହି ସହରର ଲୋକମାନଙ୍କ ସହିତ ମିଶି ବାସ କଲେ। କିଣାନୀୟମାନେ ନପ୍ତାଲି ଲୋକମାନଙ୍କର କ୍ରୀତଦାସ ରୂପେ କାର୍ଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ନପ୍ତାଲି ବୈଥ୍-ଶେମଶ କି ବୈଥ୍ନାତ-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବୈଥ୍-ଶେମଶ ଓ ବୈଥ୍ନାତ-ନିବାସୀମାନେ ସେମାନଙ୍କର ବେଠି କର୍ମ କଲେ। Viz kapitolaଓଡିଆ ବାଇବେଲ33 ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠି କର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ। Viz kapitola |