Online Bible

- Reklamy -




ବିଚାରକର୍ତ୍ତା 1:35 - ପବିତ୍ର ବାଇବଲ

35 ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମରେ ବାସ କରିବାକୁ ମନସ୍ଥ କଲେ। ତଥାପି ଯୋଷେଫଙ୍କର ପରିବାରବର୍ଗ ଶକ୍ତିଶାଳୀ ହୁଅନ୍ତେ ସେମାନେ କ୍ରୀତଦାସ ହୋଇ ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠି କର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

35 ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠି କର୍ମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।

Viz kapitola kopírovat




ବିଚାରକର୍ତ୍ତା 1:35

Následuj nás:

Reklamy


Reklamy