ବିଚାରକର୍ତ୍ତା 10:1 - ପବିତ୍ର ବାଇବଲ1 ଅବୀମେଲକର ମୃତ୍ୟୁପରେ ସଦାପ୍ରଭୁ ଆଉ ଜଣେ ବିଗ୍ଭରକଙ୍କୁ ଇସ୍ରାଏଲବାସୀଙ୍କୁ ରକ୍ଷା କରିବା ପାଇଁ ପଠାଇଲେ। ସେହି ବିଗ୍ଭରକଙ୍କ ନାମ ଥିଲା ତୋଲୟ। ସେ ଥିଲା ପୂୟାର ପୁତ୍ର। ଦୋଦୟର ପୁତ୍ର ପୂୟାର ଥିଲା। ତୋଲୟ ଥିଲା ଇଷାଖର ପରିବାରବର୍ଗ। ଯାହାକି ଇଫ୍ରୟିମ ପର୍ବତମୟ ଦେଶ ଶାମୀର ସହରରେ ତୋଲୟ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର-ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ। Viz kapitolaଓଡିଆ ବାଇବେଲ1 ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ। Viz kapitola |