ବିଚାରକର୍ତ୍ତା 10:10 - ପବିତ୍ର ବାଇବଲ10 ତେଣୁ ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣମାନଙ୍କର ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ଦେବତାଗଣଙ୍କର ପୂଜା କରିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ। Viz kapitolaଓଡିଆ ବାଇବେଲ10 ତେଣୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେଣୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍ ଦେବତାଗଣର ସେବା କରିଅଛୁ।” Viz kapitola |