ବିଚାରକର୍ତ୍ତା 10:15 - ପବିତ୍ର ବାଇବଲ15 କିନ୍ତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, “ଆମେ ପାପ କରିଛୁ। ତୁମ୍ଭର ଯାହା ଇଚ୍ଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର। Viz kapitolaଓଡିଆ ବାଇବେଲ15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।” Viz kapitola |