Online Bible

- Reklamy -




ବିଚାରକର୍ତ୍ତା 10:17 - ପବିତ୍ର ବାଇବଲ

17 ଅମ୍ମୋନୀୟମାନେ ଗିଲିୟଦରେ ସେମାନଙ୍କର ଛାଉଣି ସ୍ଥାପନ କଲେ ଏବଂ ଇସ୍ରାଏଲ ଲୋକମାନେ, ଏକତ୍ରିତ ହେଲେ ଓ ମି‌ସ୍‌ପୀରେ ସେମାନଙ୍କର ଛାଉଣି ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେ ସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ-ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପୀରେ ଛାଉଣି ସ୍ଥାପନ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

17 ସେ ସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପାରେ ଛାଉଣି ସ୍ଥାପନ କରିଥିଲେ।

Viz kapitola kopírovat




ବିଚାରକର୍ତ୍ତା 10:17

Následuj nás:

Reklamy


Reklamy