Online Bible

- Reklamy -




ବିଚାରକର୍ତ୍ତା 10:4 - ପବିତ୍ର ବାଇବଲ

4 ଯାୟୀରଙ୍କର ତିରି‌ଶ୍‌ଟି ପୁତ୍ର ଥିଲେ। ଯେଉଁମାନେ କି ତିରି‌ଶ୍‌ଟି ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରି‌ଶ୍‌ଟି ସହର ଥିଲା। ସେହି ସହରଗୁଡ଼ିକୁ ଯାୟୀର ସହର ନାମରେ ଆଜି ପର୍ଯ୍ୟନ୍ତ ନାମିତ କରାଯାଇଛି। ସେହିସବୁ ସହରଗୁଡ଼ିକ ଗିଲିୟଦ ଦେଶରେ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜିଯାଏ ହବୋତ୍-ଯାୟୀର (ଯାୟୀର୍ ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

4 ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।

Viz kapitola kopírovat




ବିଚାରକର୍ତ୍ତା 10:4

Následuj nás:

Reklamy


Reklamy