ବିଚାରକର୍ତ୍ତା 10:6 - ପବିତ୍ର ବାଇବଲ6 ପୁନର୍ବାର ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ ସେହିପରି କାର୍ଯ୍ୟମାନ କଲେ। ସେମାନେ ବାଲ୍ଦେବତାଗଣ, ଅଷ୍ଟାରୋତ୍ ଦେବୀଗଣ, ଅରାମୀୟମାନଙ୍କର ଦେବଗଣ, ସୀଦୋନୀୟମାନଙ୍କର ଦେବଗଣ, ମୋୟାବୀୟମାନଙ୍କର ଦେବଗଣ, ଅମ୍ମୋନୀୟମାନଙ୍କର ଦେବଗଣ ଓ ପଲେଷ୍ଟୀୟମାନଙ୍କର ଦେବଗଣଙ୍କର ପୂଜା କଲେ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସେବା କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍-ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ୍-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ। Viz kapitolaଓଡିଆ ବାଇବେଲ6 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ, ଆଉ ବାଲ୍ ଦେବତାଗଣର ଓ ଅଷ୍ଟାରୋତ୍ ଦେବୀଗଣର ଓ ଅରାମ ଦେବଗଣର ଓ ସୀଦୋନ ଦେବଗଣର ଓ ମୋୟାବ ଦେବଗଣର ଓ ଅମ୍ମୋନ-ସନ୍ତାନମାନଙ୍କ ଦେବଗଣର ଓ ପଲେଷ୍ଟୀୟ ଦେବଗଣର ସେବା କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପାସୋରିଲେ ଓ ତାହାଙ୍କର ସେବା କଲେ ନାହିଁ। Viz kapitola |