ବିଚାରକର୍ତ୍ତା 11:10 - ପବିତ୍ର ବାଇବଲ10 ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଆମ୍ଭେ କହିଥିବା ସମସ୍ତ କଥା ସଦାପ୍ରଭୁ ଶୁଣିଛନ୍ତି। ଆମ୍ଭେମାନେ ଆପଣଙ୍କୁ କଥା ଦେଉଛୁ ଯେ, ତୁମ୍ଭେ ଯାହାସବୁ କହିବ, ଆମ୍ଭେମାନେ କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ। Viz kapitolaଓଡିଆ ବାଇବେଲ10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।” Viz kapitola |