Online Bible

- Reklamy -




ବିଚାରକର୍ତ୍ତା 11:11 - ପବିତ୍ର ବାଇବଲ

11 ତେଣୁ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କ ସହିତ ଯିପ୍ତହ ଗଲେ। ଲୋକମାନେ ତାଙ୍କୁ ସେମାନଙ୍କର ମୁଖ୍ୟ ରୂପେ ଓ ଶାସକ ରୂପେ ଗ୍ରହଣ କଲେ। ମି‌ସ୍‌ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା ପୁନରାବୃତ୍ତି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ଵରୂପ ଓ ଶାସନକର୍ତ୍ତା କଲେ; ପୁଣି ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।

Viz kapitola kopírovat




ବିଚାରକର୍ତ୍ତା 11:11

Následuj nás:

Reklamy


Reklamy