Online Bible

- Reklamy -




ବିଚାରକର୍ତ୍ତା 11:13 - ପବିତ୍ର ବାଇବଲ

13 ଅମ୍ମୋନୀୟର ରାଜା ଯିପ୍ତହଙ୍କର ଦୂତକୁ କହିଲେ, “ଆମ୍ଭେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଛୁ କାରଣ ଇସ୍ରାଏଲ ଲୋକମାନେ ଅମ୍ମୋନୀୟଙ୍କର ଭୂମିକୁ ବଳପୂର୍ବକ ଅଧିକାର କରି ନେଇଛନ୍ତି। ଯେତେବେଳେ ସେମାନେ ମିଶରରୁ ଆସିଲେ। ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ସମସ୍ତ ବଳପୂର୍ବକ ଅଧିକାର କଲେ ଓ ନିଜର କରି ନେଲେ। ବର୍ତ୍ତମାନ ସେହି ଭୂମିକୁ ନିର୍ବିଘ୍ନରେ ଆମ୍ଭମାନଙ୍କୁ ଫେରାଇ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଅମ୍ମୋନ୍-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ନିର୍ବିରୋଧରେ ତାହା ଫେରାଇ ଦିଅ।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, “କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।”

Viz kapitola kopírovat




ବିଚାରକର୍ତ୍ତା 11:13

Následuj nás:

Reklamy


Reklamy