Online Bible

- Reklamy -




ବିଚାରକର୍ତ୍ତା 11:15 - ପବିତ୍ର ବାଇବଲ

15 ସେମାନେ ଏହି ବାର୍ତ୍ତା ନେଇ ଗଲେ। “ସେଥିପାଇଁ ଯିପ୍ତହ କହନ୍ତି, ମୋୟାବର ଭୂମି କିମ୍ବା ଅମ୍ମୋନର ଭୂମି ଇସ୍ରାଏଲ ଦ୍ୱାରା ବଳପୂର୍ବକ ଅଧିକୃତ ହୋଇ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ୍-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

15 ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।

Viz kapitola kopírovat




ବିଚାରକର୍ତ୍ତା 11:15

Následuj nás:

Reklamy


Reklamy