Online Bible

- Reklamy -




ବିଚାରକର୍ତ୍ତା 11:16 - ପବିତ୍ର ବାଇବଲ

16 ଯେତେବେଳେ ଇସ୍ରାଏଲର ଲୋକମାନେ ମିଶର ପରିତ୍ୟାଗ କଲେ, ସେମାନେ ମରୁଭୂମିକୁ ଗଲେ। ଇସ୍ରାଏଲୀୟମାନେ ସୂଫସାଗରକୁ ଗଲେ ଓ ତା'ପରେ କାଦେଶକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶ୍ରେ ଉପସ୍ଥିତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।

Viz kapitola kopírovat




ବିଚାରକର୍ତ୍ତା 11:16

Následuj nás:

Reklamy


Reklamy