ବିଚାରକର୍ତ୍ତା 11:17 - ପବିତ୍ର ବାଇବଲ17 ଇସ୍ରାଏଲ ଇଦୋମର ରାଜାଙ୍କ ନିକଟକୁ ଏହା କହି ଦୂତମାନଙ୍କୁ ପଠାଇଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ।’ ମାତ୍ର ଇଦୋମ୍ର ରାଜା ଏ କଥା ଶୁଣିଲେ ନାହିଁ। ପୁଣି ସେହି ପ୍ରକାର ଇସ୍ରାଏଲ ମୋୟାବର ରାଜା ନିକଟକୁ ଦୂତମାନଙ୍କୁ ପଠାଇଲେ। ସେ ମଧ୍ୟ ମନା କଲା। ତେଣୁ ଇସ୍ରାଏଲ କାଦେଶରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶ୍ରେ ରହିଲେ। Viz kapitolaଓଡିଆ ବାଇବେଲ17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ‘ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ;’ ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ। Viz kapitola |