ବିଚାରକର୍ତ୍ତା 11:18 - ପବିତ୍ର ବାଇବଲ18 “ଏହା ପରେ ଇସ୍ରାଏଲ ଲୋକମାନେ ଇଦୋମ ଓ ମୋୟାବ ଦେଶର ମରୁଭୂମି ଦେଇ ଗଲେ। ସେମାନେ ମୋୟାବ ଦେଶର ପୂର୍ବକୁ ଯାତ୍ରା କଲେ। ସେମାନେ ଅର୍ଣ୍ଣୋନର ସେପାରିରେ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ମୋୟାବ ସୀମା ଭିତରେ ପ୍ରବେଶ କଲେ ନାହିଁ କାରଣ ଅର୍ଣ୍ଣୋନ୍ ନଦୀ ମୋୟାବର ସୀମା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ୍ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନ୍ର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା। Viz kapitola |