ବିଚାରକର୍ତ୍ତା 11:19 - ପବିତ୍ର ବାଇବଲ19 “ଏହା ପରେ ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ, ‘ଆମ୍ଭକୁ ତୁମ୍ଭର ଦେଶ ମଧ୍ୟଦେଇ ଆମ୍ଭ ଦେଶକୁ ଯିବାକୁ ଅନୁମତି ଦିଅ।’ Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ୍ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ। Viz kapitolaଓଡିଆ ବାଇବେଲ19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’ Viz kapitola |