ବିଚାରକର୍ତ୍ତା 11:20 - ପବିତ୍ର ବାଇବଲ20 କିନ୍ତୁ ସୀହୋନ ନିଜର ସୀମାଦେଇ ଇସ୍ରାଏଲକୁ ଯିବାକୁ ଦେଲା ନାହିଁ। ସୀହୋନ୍ ନିଜର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କଲେ। ତା'ପରେ ସେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ସୀହୋନ୍ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ଵାସ କଲା ନାହିଁ; ପୁଣି ସୀହୋନ୍ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitolaଓଡିଆ ବାଇବେଲ20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା। Viz kapitola |