ବିଚାରକର୍ତ୍ତା 11:21 - ପବିତ୍ର ବାଇବଲ21 କିନ୍ତୁ ସଦାପ୍ରଭୁ ସୀହୋନର ସମସ୍ତ ଲୋକମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ଇସ୍ରାଏଲ ସେମାନଙ୍କୁ ପରାସ୍ତ କଲେ। ଏହିପରି ଭାବରେ ଇସ୍ରାଏଲ ଇମୋରୀୟମାନଙ୍କ ସମସ୍ତ ଦେଶକୁ ବଳପୂର୍ବକ ଅଧିକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟ-ମାନଙ୍କ ସମସ୍ତ ଦେଶ ଅଧିକାର କଲେ। Viz kapitolaଓଡିଆ ବାଇବେଲ21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ। Viz kapitola |