Online Bible

- Reklamy -




ବିଚାରକର୍ତ୍ତା 11:22 - ପବିତ୍ର ବାଇବଲ

22 ତେଣୁ ଇସ୍ରାଏଲ ଅର୍ଣ୍ଣୋନ ନଦୀଠାରୁ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ ଓ ମରୁଭୂମିଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କ ସମସ୍ତ ଭୂମି ବଳପୂର୍ବକ ଅଧିକାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ଅର୍ଣ୍ଣୋନ୍‍ଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।

Viz kapitola kopírovat

ଓଡିଆ ବାଇବେଲ

22 ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।

Viz kapitola kopírovat




ବିଚାରକର୍ତ୍ତା 11:22

Následuj nás:

Reklamy


Reklamy