ବିଚାରକର୍ତ୍ତା 11:23 - ପବିତ୍ର ବାଇବଲ23 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇମୋରୀୟମାନଙ୍କୁ ସେମାନଙ୍କର ଦେଶଠାରୁ ଜୋର ଜବରଦସ୍ତ ତଡ଼ିଲେ ଓ ତାଙ୍କର ଲୋକମାନଙ୍କୁ ସେହି ଭୂମି ଦେଲେ। ତୁମ୍ଭେ କ’ଣ ଭାବୁଛ ଯେ ବର୍ତ୍ତମାନ ଇସ୍ରାଏଲୀୟମାନଙ୍କୁ ଏଠାରୁ ତଡ଼ି ଦେଇ ପାରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ? Viz kapitolaଓଡିଆ ବାଇବେଲ23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ? Viz kapitola |