ବିଚାରକର୍ତ୍ତା 11:26 - ପବିତ୍ର ବାଇବଲ26 ଇସ୍ରାଏଲ 300 ବର୍ଷ ହେଲା ହିଷ୍ବୋନ୍ ତା'ର ଉପନଗରରେ, ପୁଣି ଆରୋୟର ଓ ତହିଁର ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁ ଅଛନ୍ତି। ଏଥି ମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ଦେଲ? Viz kapitolaପବିତ୍ର ବାଇବଲ (Re-edited) - (BSI)26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ? Viz kapitolaଓଡିଆ ବାଇବେଲ26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ? Viz kapitola |