ବିଚାରକର୍ତ୍ତା 11:27 - ପବିତ୍ର ବାଇବଲ27 ଆମ୍ଭେ ଇସ୍ରାଏଲର ଲୋକ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହୁଁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରି ଭୁଲ୍ କରିଅଛ। ସଦାପ୍ରଭୁ ସମସ୍ତଙ୍କ ବିଗ୍ଭରକର୍ତ୍ତା ସେ ଆଜି ଇସ୍ରାଏଲ ଲୋକମାନଙ୍କ ଓ ଅମ୍ମୋନର ଲୋକମାନଙ୍କ ମଧ୍ୟରେ ବିଗ୍ଭରକର୍ତ୍ତା ହୁଅନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରିନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ୍-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ। Viz kapitolaଓଡିଆ ବାଇବେଲ27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋ’ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।” Viz kapitola |