ବିଚାରକର୍ତ୍ତା 11:29 - ପବିତ୍ର ବାଇବଲ29 ଏହା ପରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହ ଉପରେ ଅଧିଷ୍ଠାନ କଲା। ସେ ଗିଲିୟଦ ଓ ମନଃଶି ଦେଇ ଗଲେ। ସେ ଗିଲିୟଦ ଦେଇ ମିସ୍ପୀକୁ ଗଲେ ଏବଂ ଅମ୍ମୋନୀୟଙ୍କ ଦେଇ ଅତିକ୍ରମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପୀକି ଗଲେ ଓ ଗିଲୀୟଦସ୍ଥିତ ମିସ୍ପୀରୁ ଅମ୍ମୋନ୍-ସନ୍ତାନଗଣ ନିକଟକୁ ଗଲେ। Viz kapitolaଓଡିଆ ବାଇବେଲ29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ। Viz kapitola |