Online Bible

- Reklamy -




ବିଚାରକର୍ତ୍ତା 11:31 - ପବିତ୍ର ବାଇବଲ

31 ତେବେ ମୁଁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧରୁ ନିରାପଦରେ ଫେରି ଆସିବି। ସେହି ସମୟରେ ମୋ’ ଘର ଭିତରୁ ପ୍ରଥମେ ଯିଏ ମୋତେ ଅଭ୍ୟର୍ଥନା କରିବା ପାଇଁ ବାହାରି ଆସିବ ସେ ତୁମ୍ଭର ହେବ। ମୁଁ ତାହାଙ୍କୁ ହୋମବଳି ରୂପେ ଉତ୍ସର୍ଗ କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।

Viz kapitola kopírovat

ଓଡିଆ ବାଇବେଲ

31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”

Viz kapitola kopírovat




ବିଚାରକର୍ତ୍ତା 11:31

Následuj nás:

Reklamy


Reklamy