ବିଚାରକର୍ତ୍ତା 11:32 - ପବିତ୍ର ବାଇବଲ32 ଏହା ପରେ ଯିପ୍ତହ ଅମ୍ମୋନ ସନ୍ତାନଗଣ ଦେଶକୁ ଗଲେ। ଯିପ୍ତହ ସେମାନଙ୍କ ସହିତ ଯୁଦ୍ଧ କଲେ। ସଦାପ୍ରଭୁ ଯିପ୍ତହର ସହାୟ ହେଲେ ସେମାନଙ୍କୁ ପରାସ୍ତ କରିବା ପାଇଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏ ଉତ୍ତାରେ ଯିପ୍ତହ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ32 ଏ ଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitola |