Online Bible

- Reklamy -




ବିଚାରକର୍ତ୍ତା 11:33 - ପବିତ୍ର ବାଇବଲ

33 ଯିପ୍ତହ ଆରୋୟରଠାରୁ ଆରମ୍ଭ କରି ମିନ୍ନୀତ ଅବେଲ-କରାମୀମ୍ ପର୍ଯ୍ୟନ୍ତ କୋଡ଼ିଏଟି ନଗରକୁ ପରାସ୍ତ କଲେ ଏବଂ ସେମାନଙ୍କର ସମସ୍ତ ବାସିନ୍ଦାମାନଙ୍କୁ ହତ୍ୟା କଲେ। ଏହିପରି ଭାବରେ ଅମ୍ମୋନୀମାନେ ଇସ୍ରାଏଲୀୟମାନଙ୍କ ଦ୍ୱାରା ପରାସ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍-କରାମୀମ୍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ୍-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।

Viz kapitola kopírovat




ବିଚାରକର୍ତ୍ତା 11:33

Následuj nás:

Reklamy


Reklamy