ବିଚାରକର୍ତ୍ତା 11:35 - ପବିତ୍ର ବାଇବଲ35 ଯେତେବେଳେ ଯିପ୍ତହ ଦେଖିଲେ ତାଙ୍କର କନ୍ୟା ଯେ କି ପ୍ରଥମେ ଗୃହରୁ ବାହାର ହୋଇ ତାଙ୍କୁ ଦେଖା ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, “ହେ ମୋର କନ୍ୟା! ତୁମ୍ଭେ ମୋତେ ଧ୍ୱଂସ କରିଦେଲ। ତୁମ୍ଭେ ମୋର ଦୁଃଖର କାରଣ ହେଲ, କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖରେ ପ୍ରତିଜ୍ଞା କରିଛି ଏବଂ ମୁଁ ପ୍ରତିଜ୍ଞା ଫେରାଇ ନେଇପାରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, ହାୟ, ହାୟ, ଆମ୍ଭର କନ୍ୟେଣ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ। Viz kapitolaଓଡିଆ ବାଇବେଲ35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।” Viz kapitola |