ବିଚାରକର୍ତ୍ତା 11:38 - ପବିତ୍ର ବାଇବଲ38 ଯିପ୍ତହ କହିଲେ, “ଯାଅ” ଏବଂ ସେହିପରି କର। ମୋତେ ଦୁଇମାସ ପାଇଁ ରହିବାକୁ ଦିଅ। ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତା'ର କୁମାରିତ୍ୱ ବିଷୟରେ ବିଳାପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହୁଁ ସେ କହିଲେ, ଯାଅ। ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ଵ ବିଷୟରେ ବିଳାପ କଲେ। Viz kapitolaଓଡିଆ ବାଇବେଲ38 ତହୁଁ ସେ କହିଲେ, ଯାଅ। ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହୁଁ ସେ କହିଲେ, “ଯାଅ।” ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ। Viz kapitola |