ବିଚାରକର୍ତ୍ତା 11:39 - ପବିତ୍ର ବାଇବଲ39 ଦୁଇମାସ ଶେଷରେ ଯିପ୍ତହର କନ୍ୟା ତାଙ୍କର ପିତାଙ୍କ ନିକଟକୁ ଫେରି ଆସିଲେ। ଯିପ୍ତହ ଏହିପରି କଲେ ସେ ଯେପରି ଭାବରେ ସଦାପ୍ରଭୁଙ୍କଠାରେ ଶପଥ କରିଥିଲେ। ଯିପ୍ତହଙ୍କର କନ୍ୟା କାହାରି ସହିତ ଯୌନ ସମ୍ପର୍କ ରଖିଲେ ନାହିଁ। ତେଣୁ ଏହା ଇସ୍ରାଏଲର ଏକ ପ୍ରଥା ରୂପେ ରହିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା। Viz kapitolaଓଡିଆ ବାଇବେଲ39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା। Viz kapitola |