ବିଚାରକର୍ତ୍ତା 11:40 - ପବିତ୍ର ବାଇବଲ40 ପ୍ରତି ବର୍ଷ ଇସ୍ରାଏଲୀୟ କନ୍ୟାମାନେ ଗିଲିୟଦୀୟ ଯିପ୍ତହ କନ୍ୟାର ଦୁଃଖର ସ୍ମରଣାତ୍ସବକୁ ବର୍ଷକେ ଗ୍ଭରି ଦିନ ପାଇଁ ପାଳନ କଲେ। ଏହା ସେଠାରେ ଏକ ପରମ୍ପରା ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitolaଓଡିଆ ବାଇବେଲ40 ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitola |