ବିଚାରକର୍ତ୍ତା 11:6 - ପବିତ୍ର ବାଇବଲ6 ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ ସନ୍ତାନଗଣ ସହିତ ଯେମନ୍ତ ଯୁଦ୍ଧ କରିବାକୁ ଗ୍ଭହୁଁଛୁ, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ। Viz kapitolaଓଡିଆ ବାଇବେଲ6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।” Viz kapitola |