ବିଚାରକର୍ତ୍ତା 11:7 - ପବିତ୍ର ବାଇବଲ7 ଯିପ୍ତହ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ ବଳପୂର୍ବକ ମୋର ପିତୃଗୃହରୁ ତଡ଼ି ଦେଇଥିଲ। ତୁମେ ମୋତେ ଘୃଣା କର। ଯେତେବେଳେ ତୁମ୍ଭର ଅସୁବିଧା ହୁଏ, ତେବେ କାହିଁକି ତୁମ୍ଭେ ଏବେ ମୋ’ ପାଖକୁ ଆସିଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର କତିକି କାହିଁକି ଆସିଅଛ? Viz kapitolaଓଡିଆ ବାଇବେଲ7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର ନିକଟକୁ କାହିଁକି ଆସିଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?” Viz kapitola |