Online Bible

- Reklamy -




ବିଚାରକର୍ତ୍ତା 11:8 - ପବିତ୍ର ବାଇବଲ

8 ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଏଇଥିପାଇଁ ଆମ୍ଭେ ତୁମ୍ଭ ପାଖକୁ ଆସିଅଛୁ ବର୍ତ୍ତମାନ ଦୟାକରି ଆମ୍ଭ ସହିତ ଆସ ଓ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ଏବଂ ଗିଲିୟଦରେ ନେତା ହୁଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।

Viz kapitola kopírovat

ଓଡିଆ ବାଇବେଲ

8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।”

Viz kapitola kopírovat




ବିଚାରକର୍ତ୍ତା 11:8

Následuj nás:

Reklamy


Reklamy