ବିଚାରକର୍ତ୍ତା 12:14 - ପବିତ୍ର ବାଇବଲ14 ଅବ୍ଦୋନଙ୍କର ଗ୍ଭଳିଶ୍ଟି ପୁତ୍ର ଓ ତିରିଶ୍ଟି ନାତି ଥିଲେ। ସେମାନେ ସତୁରିଟି ଗଧ ଉପରେ ସବାର ହେଉଥିଲେ। ସେ ଆଠ ବର୍ଷଧରି ଇସ୍ରାଏଲ ଉପରେ ରାଜତ୍ୱ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitolaଓଡିଆ ବାଇବେଲ14 ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ। Viz kapitola |