ବିଚାରକର୍ତ୍ତା 12:15 - ପବିତ୍ର ବାଇବଲ15 ଏହା ପରେ ସେ ମୃତ୍ୟୁବରଣ କରିବାରୁ ତାଙ୍କୁ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫେରିୟାଥୋନରେ କବର ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ। Viz kapitola |