ବିଚାରକର୍ତ୍ତା 12:3 - ପବିତ୍ର ବାଇବଲ3 ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ? Viz kapitolaଓଡିଆ ବାଇବେଲ3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?” Viz kapitola |