Online Bible

- Reklamy -




ବିଚାରକର୍ତ୍ତା 12:9 - ପବିତ୍ର ବାଇବଲ

9 ଇ‌ବ୍‌ସ‌ନଙ୍କର ତିରି‌ଶ୍‌ଟି ପୁତ୍ର ଓ ତିରି‌ଶ୍‌ଟି କନ୍ୟା ଥିଲେ। ସେ ତାଙ୍କର ତିରିଶ୍ କନ୍ୟାକୁ ସେହି ଲୋକମାନଙ୍କ ସହିତ ବିବାହ ଦେଲେ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ସେ ତିରି‌ଶ୍‌ଟି କନ୍ୟାକୁ ମନୋନୀତ କଲେ, ତାଙ୍କର ପୁତ୍ରମାନଙ୍କ ସହିତ ବିବାହ କରିବା ପାଇଁ, ଯେଉଁମାନେ ତାଙ୍କର ସମ୍ପର୍କୀୟ ନ ଥିଲେ। ଇ‌ବ୍‌ସନ୍ ସାତ ବର୍ଷ ଧରି ଇସ୍ରାଏଲର ବିଗ୍ଭରକ ହୋଇ ରହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।

Viz kapitola kopírovat

ଓଡିଆ ବାଇବେଲ

9 ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ। ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ।

Viz kapitola kopírovat




ବିଚାରକର୍ତ୍ତା 12:9

Následuj nás:

Reklamy


Reklamy