ବିଚାରକର୍ତ୍ତା 13:13 - ପବିତ୍ର ବାଇବଲ13 ସଦାପ୍ରଭୁଙ୍କର ଦୂତ ମାନୋହକୁ କହିଲେ, “ମୁଁ ଯାହା କହିଲି, ତୁମ୍ଭର ସ୍ତ୍ରୀ ସମସ୍ତ ପାଳନ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ। Viz kapitolaଓଡିଆ ବାଇବେଲ13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ। Viz kapitola |