ବିଚାରକର୍ତ୍ତା 13:2 - ପବିତ୍ର ବାଇବଲ2 ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitolaଓଡିଆ ବାଇବେଲ2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitola |