ବିଚାରକର୍ତ୍ତା 13:20 - ପବିତ୍ର ବାଇବଲ20 ମାନୋହ ଏବଂ ତାଙ୍କର ସ୍ତ୍ରୀ କ’ଣ ସବୁ ଘଟୁଛି ତାହା ଦେଖୁଥା’ନ୍ତି। ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ଅଗ୍ନି ସହିତ ସ୍ୱର୍ଗକୁ ଗ୍ଭଲିଗଲେ। ଏହା ପରେ ସେହି ଦମ୍ପତ୍ତି ଭୂମିରେ ପଡ଼ିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ଵଗମନ କଲେ। ସେ ସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଲେ। Viz kapitolaଓଡିଆ ବାଇବେଲ20 ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଉର୍ଦ୍ଧ୍ୱଗମନ କଲେ। ସେ ସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ। Viz kapitola |