ବିଚାରକର୍ତ୍ତା 13:21 - ପବିତ୍ର ବାଇବଲ21 ବାସ୍ତବରେ ମାନୋହ ବୁଝିପାରିଲେ ଯେ ସେ ହେଉଛନ୍ତି ସଦାପ୍ରଭୁଙ୍କର ଦୂତ। ଏହା ପରେ ସଦାପ୍ରଭୁଙ୍କର ଦୂତ ଆଉ ମାନୋହ ଓ ତାଙ୍କର ସ୍ତ୍ରୀକୁ କେବେ ପୁଣି ଦେଖା ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ ଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା। Viz kapitola |