ବିଚାରକର୍ତ୍ତା 13:24 - ପବିତ୍ର ବାଇବଲ24 ଏହା ପରେ ସେହି ସ୍ତ୍ରୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ସେ ତାଙ୍କର ନାମ ଶାମ୍ଶୋନ୍ ରଖିଲେ। ଶାମ୍ଶୋନ୍ ସଦାପ୍ରଭୁଙ୍କର ଆଶୀର୍ବାଦରେ ବଢ଼ିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥି ଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ। Viz kapitola |