ବିଚାରକର୍ତ୍ତା 13:3 - ପବିତ୍ର ବାଇବଲ3 ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitolaଓଡିଆ ବାଇବେଲ3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitola |