ବିଚାରକର୍ତ୍ତା 13:8 - ପବିତ୍ର ବାଇବଲ8 ଏହା ପରେ ମାନୋହ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲା, “ହେ ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, ପରମେଶ୍ୱରଙ୍କର ଲୋକଙ୍କୁ ଆମ୍ଭ ନିକଟକୁ ପୁନର୍ବାର ପଠାଅ। ଯେଉଁ ପିଲା ଜନ୍ମ ନେବ ଆମ୍ଭେ ତା’ ପାଇଁ କି କର୍ତ୍ତବ୍ୟ କରିବୁ। ସେ ଆମ୍ଭମାନଙ୍କୁ କୁହନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ଵରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ। Viz kapitolaଓଡିଆ ବାଇବେଲ8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୁ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।” Viz kapitola |